Online Bible

- Reklamy -




ଏବ୍ରୀ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ; ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?

Viz kapitola kopírovat

ଓଡିଆ ବାଇବେଲ

9 ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 ଆମ ଜାଗତିକ ପିତାମାନେ ଆମକୁ ଶାସ୍ତି ଦେଲେ ସୁଦ୍ଧା ଆମେ ସେମାନଙ୍କୁ ଭକ୍ତି କରୁ। ତାହାହେଲେ, ଆମ ସ୍ୱର୍ଗୀୟ ପାତାଙ୍କ ଶାସନର ବଶୀଭୂତ ହୋଇ ରହିବା କେତେ ଅଧିକ ବାଞ୍ଚାନୀୟ!

Viz kapitola kopírovat

ପବିତ୍ର ବାଇବଲ

9 ଏହି ପୃଥିବୀରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସେମାନେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦେଖାଇଲୁ। ଅତଏବ ଏହା ଅଧିକ ଗୁରୁତ୍ୱପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।

Viz kapitola kopírovat




ଏବ୍ରୀ 12:9

Následuj nás:

Reklamy


Reklamy