Online Bible

- Reklamy -




ଏବ୍ରୀ 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

24 ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ତୁମ୍ମାନଙ୍କର ନେତୃବର୍ଗ ତଥା ଖ୍ରୀଷ୍ଟବିଶ୍ୱାସୀମାନଙ୍କୁ ଆମର ଶୁଭେଚ୍ଛା ଜଣାଇବ। ଲାଲି ଦେଶରୁ ଆଗତ ଭାଇମାନେ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

24 ସେଠାରେ ତୁମ୍ଭମାନଙ୍କର ସବୁ ପ୍ରାଚୀନ ନେତାମାନଙ୍କୁ ଓ ପରମେଶ୍ୱରଙ୍କ ଲୋକମାନଙ୍କୁ ଆମର ନମସ୍କାର ଜଣାଇବ। ଇତାଲିଆ ଦେଶର ସମସ୍ତ ପରମେଶ୍ୱରଙ୍କ ଲୋକମାନଙ୍କର ତୁମ୍ଭମାନଙ୍କୁ ନମସ୍କାର।

Viz kapitola kopírovat




ଏବ୍ରୀ 13:24

Následuj nás:

Reklamy


Reklamy