ଏବ୍ରୀ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି। Viz kapitolaଓଡିଆ ବାଇବେଲ10 ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାଁନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)10 ତେଣୁ ମୁଁ ସେମାନଙ୍କ ପ୍ରତି କ୍ରୋଧାନ୍ୱିତ ହୋଇ କହିଲି, ‘ସେମାନେ ସର୍ବଦା ଅବିଶ୍ୱସ୍ତ ଏବଂ ମୋର ଆଦେଶ ପାଳନ କରିବାକୁ ଅନିଚ୍ଛୁକ।’ Viz kapitolaପବିତ୍ର ବାଇବଲ10 ସେଥିପାଇଁ ମୁଁ ସେହି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ୍ ଅଟେ। ସେମାନେ ମୋର ମାର୍ଗ ବୁଝନ୍ତି ନାହିଁ। Viz kapitola |