ଏବ୍ରୀ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍ଗଠାରୁ ତୀକ୍ଷ୍ମତର , ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ। Viz kapitolaଓଡିଆ ବାଇବେଲ12 କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ । Viz kapitolaପବିତ୍ର ବାଇବଲ (CL) NT (BSI)12 ଈଶ୍ୱରଙ୍କ ବାଣୀ ଜୀବନ୍ତ ସକ୍ରିୟ। ତାହା ଦୁଇ ଧାରଯୁକ୍ତ ଖଣ୍ଡ ଅପେକ୍ଷା ଅଧିକ ଶାଣିତ; ଆତ୍ମା ଓ ପ୍ରାଣି ତଥା ଗୁଣ୍ଠି ଓ ମଜ୍ଜାର ପରିଭେଦକ, ପୁଣି ମନୁଷ୍ୟ ହୃଦୟର ଅଭିଳାଷ ଓ କଳ୍ପନର ବିଚାରକ। Viz kapitolaପବିତ୍ର ବାଇବଲ12 ପରମେଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ଅଟେ। ତାହାଙ୍କର ବାକ୍ୟ ଯେକୌଣସି ଦ୍ୱିଧାର ଖଡ଼୍ଗଠାରୁ ମଧ୍ୟ ଅଧିକ ଧାରୁଆ। ପରମେଶ୍ୱରଙ୍କ ବାକ୍ୟ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭେଦ କରିପାରେ। ଏହା ହୃଦୟର ଚିନ୍ତା ଓ ଭାବର ବିଗ୍ଭର କରେ। Viz kapitola |