ଏବ୍ରୀ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ଵାସ ଦ୍ଵାରା ଶ୍ରୁତ ବାକ୍ୟ ନିଜସ୍ଵ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ। Viz kapitolaଓଡିଆ ବାଇବେଲ2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)2 କାରଣ ସେମାନଙ୍କ ପରି ଆମେ ମଧ୍ୟ ସୁସମାଚାର ଶୁଣିଛୁ। ସେମାନେ ତାହା ଶୁଣି ସୁଦ୍ଧା ବିଶ୍ୱାସରେ ଗ୍ରହଣ କଲେ ନାହିଁ। Viz kapitolaପବିତ୍ର ବାଇବଲ2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସେହିପରି ସୁସମାଗ୍ଭର କୁହାଯାଇଅଛି, କିନ୍ତୁ ସେମାନେ ଶୁଣି ମଧ୍ୟ ତାହାକୁ ବିଶ୍ୱାସପୂର୍ବକ ନିଜସ୍ୱ ନ କରିବାରୁ ସେମାନଙ୍କ ପକ୍ଷରେ ସୁସମାଗ୍ଭର ଲାଭଜନକ ହେଲା ନାହିଁ। Viz kapitola |