ଏବ୍ରୀ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;” Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ସପ୍ତମ ଦିନ ସମ୍ଵନ୍ଧରେ ସେ କୌଣସି ସ୍ଥାନରେ ଏହି ପ୍ରକାରେ କହିଅଛନ୍ତି, ଈଶ୍ଵର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ; Viz kapitolaଓଡିଆ ବାଇବେଲ4 କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ କୌଣସି ଏକ ସ୍ଥାନରେ ଏହି ପ୍ରକାରେ କହିଅଛନ୍ତି, ଈଶ୍ୱର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ; Viz kapitolaପବିତ୍ର ବାଇବଲ (CL) NT (BSI)4 ଧର୍ମଶାସ୍ତ୍ରର କୌଣସି ଏକ ସ୍ଥାନରେ “ସପ୍ତମ ଦିନ” ବିଷୟରେ ଏହିପରି ଭାବରେ ଲିଖିତ ଅଛି, “ଈଶ୍ୱର ତାଙ୍କର ସମସ୍ତ କାର୍ଯ୍ୟ ସମ୍ପୂର୍ଣ୍ଣ କରି ସପ୍ତମ ଦିନରେ ବିଶ୍ରାମ କଲେ।” Viz kapitolaପବିତ୍ର ବାଇବଲ4 ଶାସ୍ତ୍ରର କୌଣସି ସ୍ଥାନରେ ପରମେଶ୍ୱର ସପ୍ତାହର ସପ୍ତମ ଦିନ ବିଷୟରେ କହିଛନ୍ତି: “ସପ୍ତମ ଦିନରେ ପରମେଶ୍ୱର ନିଜର ସମସ୍ତ କାମରୁ ବିଶ୍ରାମ ନେଲେ।” Viz kapitola |