ଏବ୍ରୀ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହି ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର। Viz kapitolaଓଡିଆ ବାଇବେଲ11 ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର । Viz kapitolaପବିତ୍ର ବାଇବଲ (CL) NT (BSI)11 ଏହି ପ୍ରସଙ୍ଗରେ ଆମର ଅନେକ କିଛି କହିବାର ଅଛି। କିନ୍ତୁ ତୁମ୍ଭମାନଙ୍କର ବୁଝିବାର ଶକ୍ତି କମ୍। ଏଣୁ ତୁମ୍ଭମାନଙ୍କୁ ବୁଝାଇବା କଷ୍ଟକର। Viz kapitolaପବିତ୍ର ବାଇବଲ11 ଏ ବିଷୟରେ ଆମ୍ଭର ତୁମ୍ଭମାନଙ୍କୁ ଅନେକ କଥା କହିବା ପାଇଁ ଅଛି। କିନ୍ତୁ ଯେହେତୁ ତୁମ୍ଭେମାନେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର। Viz kapitola |