ଏବ୍ରୀ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ, Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନପରିବର୍ତ୍ତନ, ଈଶ୍ଵରଙ୍କଠାରେ ବିଶ୍ଵାସ, Viz kapitolaଓଡିଆ ବାଇବେଲ1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ, Viz kapitolaପବିତ୍ର ବାଇବଲ (CL) NT (BSI)1 ଅତଏବ, ଆମେ ଏଣିକି ଖ୍ରୀଷ୍ଟଧର୍ମର ପ୍ରାଥମିକ ତତ୍ତ୍ୱଗୁଡ଼ିକ ଛାଡ଼ି ନିଗୂଢ଼ ତତ୍ତ୍ୱସବୁ ଶିକ୍ଷା କରିବାରେ ଅଗ୍ରରେ ହେବା ଉଚିତ। ଆମେ ଧର୍ମବିଶ୍ୱାସର ପ୍ରାଥମିକ ତ୍ତ୍ୱଗୁଡ଼ିକ ଯଥା, ଅସାର କ୍ରିୟା କର୍ମରୁ ନିବୃତ୍ତ ହୋଇ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା, Viz kapitolaପବିତ୍ର ବାଇବଲ1 ଅତଏବ ଖ୍ରୀଷ୍ଟଙ୍କ ବିଷୟରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ଯ୍ୟ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତ୍ପଦ ହେବା ନାହିଁ। ଯେତେବେଳେ ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭେମାନେ ମନ୍ଦକର୍ମରୁ ବିମୁଖ ହୋଇ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲୁ। Viz kapitola |