Online Bible

- Reklamy -




ଏବ୍ରୀ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ଯଦି ଧର୍ମଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ଵରଙ୍କ ପୁତ୍ରଙ୍କୁ, ପୁଣି କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

6 ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ୱରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

6 ତଥାପି ସେମାନେ ବିଶ୍ୱାସ ହରାଇଛନ୍ତି। ତେଣୁ ସେମାନେ ବିଶ୍ୱାସ ହରାଇଛନ୍ତି। ତେଣୁ ପୁର୍ନବାର ଅନୁତାପ କରିବା ପାଇଁ ସେମାନଙ୍କୁ ପ୍ରବର୍ତ୍ତାଇବା ଅସମ୍ଭବ, କାରଣ ସେମାନେ ଈଶ୍ୱରଙ୍କ ପୁତ୍ରଙ୍କୁ ପନରୟେ କ୍ରଶୁବିଦ୍ଧ କରି ସର୍ବସାଧାରଣରେ ଉପହାସ୍ୟ କରୁଛନ୍ତି।

Viz kapitola kopírovat




ଏବ୍ରୀ 6:6

Následuj nás:

Reklamy


Reklamy