ଏବ୍ରୀ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ଵରଙ୍କ ଯାଜକ ଥିଲେ। ସେ, ଅବ୍ରହାମ ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ; Viz kapitolaଓଡିଆ ବାଇବେଲ1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ । ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ; Viz kapitolaପବିତ୍ର ବାଇବଲ (CL) NT (BSI)1 ଏହି ମଲ୍କିସେଦକ ଶାଲେମର ରାଜ ଏବଂ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ। ଅବ୍ରାହାମ ଯେତେବେଳେ ଚାରିଜଣ ରାଜାକୁ ପରାସ୍ତ କରି ଯୁଦ୍ଧରୁ ଫେରୁଥିଲେ, ସେତେବେଳେ ମଲ୍କିସେଦକ ତାଙ୍କୁ ସାକ୍ଷାତ କରି ଆର୍ଶୀବାଦ କରିଥିଲେ। Viz kapitolaପବିତ୍ର ବାଇବଲ1 ମଲ୍କୀଷେଦକ ଶାଲେମର ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ୱରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫେରିଲା ବେଳେ ମଲ୍କୀଷେଦକ ଅବ୍ରହାମଙ୍କୁ ଦେଖାକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। Viz kapitola |