ଏବ୍ରୀ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ଵାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି; Viz kapitolaଓଡିଆ ବାଇବେଲ21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)21 କିନ୍ତୁ ଖ୍ରୀଷ୍ଟ ଯାଜକ ହେବା ସମୟରେ ଈଶ୍ୱର ଶପଥ କରି ତାଙ୍କୁ କହିଥିଲେ, “ପ୍ରଭୁ ଏକ ଶପଥ କରିଛନ୍ତି ସେ ତାଙ୍କର ସଂକଳ୍ପ ପରିବର୍ତ୍ତନ କରିବେ ନାହିଁ: ‘ତୁମେ ଅନନ୍ତକାଳୀନ ଯାଜକ ହେବ’।” Viz kapitolaପବିତ୍ର ବାଇବଲ21 କିନ୍ତୁ ପରମେଶ୍ୱରଙ୍କ ଶପଥ କରିଥିବା ହେତୁରୁ ଯୀଶୁ ଯାଜକ ହୋଇଥିଲେ। ପରମେଶ୍ୱର କହିଥିଲେ: “ପ୍ରଭୁ ଶପଥ କରିଛନ୍ତି ଓ ସେ ନିଜ ନିର୍ଣ୍ଣୟ ପରିବର୍ତ୍ତନ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।’” Viz kapitola |