ଏବ୍ରୀ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ଵର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହୋଇଅଛନ୍ତି; Viz kapitolaଓଡିଆ ବାଇବେଲ1 ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)1 ଆମ୍ଭମାନଙ୍କ କଥାର ସାରମର୍ମ ହେଉଛି, ଆମେ ଯେଉଁ ମହାଯାଜକଙ୍କୁ ପାଇଛୁ, ସେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ। Viz kapitolaପବିତ୍ର ବାଇବଲ1 ଆମ୍ଭେ ଯାହାକିଛି କହୁଛୁ, ତା'ର ସାରମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗର ପରମେଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ବସି ଅଛନ୍ତି। Viz kapitola |