ଏବ୍ରୀ 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା; Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା; Viz kapitolaଓଡିଆ ବାଇବେଲ8 ଯେଣୁ ସେ ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା; Viz kapitolaପବିତ୍ର ବାଇବଲ (CL) NT (BSI)8 କିନ୍ତୁ ଈଶ୍ୱର ତାଙ୍କ ଲୋକମାନଙ୍କ ଦୋଷ ଦର୍ଶାଇ କହିଛନ୍ତି, “ପ୍ରଭୁ କହନ୍ତି, ସମୟ ଆସୁଛି, ଯେତେବେଳେ ମୁଁ ଈଶ୍ରାଏଲ ତଥା ଯିହୁଦାର ଲୋକମାନଙ୍କ ସଙ୍ଗରେ ଏକ ନୂତ ନିୟମ ସ୍ଥାପନ କରିବି। Viz kapitolaପବିତ୍ର ବାଇବଲ8 କିନ୍ତୁ ପରମେଶ୍ୱର ଲୋକମାନଙ୍କଠାରେ ତୃଟି ଦେଖିଲେ। ପରମେଶ୍ୱର କହିଲେ: “ପ୍ରଭୁ କହନ୍ତି, ସମୟ ଆସୁଛି, ଯେତେବେଳେ ମୁଁ ଇସ୍ରାଏଲ ଲୋକମାନଙ୍କ ଓ ଯିହୂଦୀୟ ଲୋକମାନଙ୍କ ସହିତ ନୂତନ ଚୁକ୍ତି କରିବି। Viz kapitola |