ଏବ୍ରୀ 9:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ଵରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ। Viz kapitolaଓଡିଆ ବାଇବେଲ5 ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ୱରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହି ସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ । Viz kapitolaପବିତ୍ର ବାଇବଲ (CL) NT (BSI)5 ସିନ୍ଦୁକ ପକ୍ଷ ବିଶିଷ୍ଟ ଦୁଇ ପ୍ରାଣୀଙ୍କର ପ୍ରତିମୂର୍ତ୍ତି ଥିଲା। ଏମାନେ “ପାପକ୍ଷମା” ସ୍ଥାନ ଉପରେ ପକ୍ଷ ବିସ୍ତା କରି ରହିଥିଲେ, କିନ୍ତୁ ବର୍ତ୍ତମାନ ଏ ସବୁର ବିଶଦ ବ୍ୟାଖ୍ୟା ଅନାବଶ୍ୟକ। Viz kapitolaପବିତ୍ର ବାଇବଲ5 ବାକ୍ସ ଉପରେ କିରୁବ ସ୍ୱର୍ଗଦୂତଗଣ ପରମେଶ୍ୱରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ ‘ଦୟାର ଆସନ’ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟରେ କହି ପାରିବୁ ନାହିଁ। Viz kapitola |