ଏବ୍ରୀ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ଵୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ। Viz kapitolaଓଡିଆ ବାଇବେଲ8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)8 ଏହି ସମସ୍ତ ବିଷୟରୁ ପବିତ୍ରଆତ୍ମା ଏ କଥା ସ୍ପଷ୍ଟଭାବେ ଶିକ୍ଷା ଦେଇଛନ୍ତି ଯେ, ପ୍ରଥମ ପ୍ରକୋଷ୍ଠ ଥିବା ଯାଏ, ମହାପବିତ୍ର ସ୍ଥାନକୁ ଯିବାର ପଥ ଉନ୍ମୁକ୍ତ ହୋଇ ନାହିଁ। Viz kapitolaପବିତ୍ର ବାଇବଲ8 ଏତଦ୍ଦ୍ୱାରା ପବିତ୍ରଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ଯ୍ୟନ୍ତ ଅତିପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ଖୋଲା ହୋଇ ନାହିଁ। Viz kapitola |