ହୋଶେୟ 1:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜଗଣ ଉଷୀୟ, ଯୋଥମ, ଆହସ ଓ ହିଜକୀୟର ଅଧିକାର ସମୟରେ ଯୋୟାସର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। Viz kapitolaଓଡିଆ ବାଇବେଲ1 ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। Viz kapitolaପବିତ୍ର ବାଇବଲ1 ବେରିଙ୍କ ପୁତ୍ର ହୋଶେୟଙ୍କ ନିକଟକୁ ସଦାପ୍ରଭୁଙ୍କ ଏହି ବାର୍ତ୍ତା ଆସିଲା। ଏହି ବାର୍ତ୍ତା ଯିହୁଦାର ରାଜା ଉଷିୟ, ଯୋଥମ୍, ଆହସ ଓ ହିଜକିୟଙ୍କ ରାଜତ୍ୱ କାଳରେ ଓ ଇସ୍ରାଏଲର ରାଜା ଯୋୟାସଙ୍କ ପୁତ୍ର ଯାରବିୟାମଙ୍କ ସମୟରେ ଆସିଥିଲା। Viz kapitola |