ହୋଶେୟ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ-ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି। Viz kapitolaଓଡିଆ ବାଇବେଲ12 ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି। Viz kapitolaପବିତ୍ର ବାଇବଲ12 ତୁମ୍ଭେ ଯଦି ଭଲପଣିଆ ବୁଣିବ ତେବେ ପ୍ରକୃତ ପ୍ରେମ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପରେ ଭଲ ଜିନିଷ ବର୍ଷା ପରି ପକାଇବେ। Viz kapitola |