ହୋଶେୟ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ତ ଅଙ୍କୁରିତ ହୁଏ। Viz kapitolaଓଡିଆ ବାଇବେଲ4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ। Viz kapitolaପବିତ୍ର ବାଇବଲ4 ସେମାନେ ଶପଥ ନିଅନ୍ତି କିନ୍ତୁ ସେମାନେ କେବଳ ମିଥ୍ୟା କୁହନ୍ତି। ସେମାନେ ସେମାନଙ୍କର ଶପଥ ରକ୍ଷା କରନ୍ତି ନାହିଁ। ସେମାନେ ଚୁକ୍ତି କରନ୍ତି। ସେଥିପାଇଁ ନ୍ୟାୟ କୃଷିକ୍ଷେତ୍ରରେ ବିଷାକ୍ତ ଅନାବନା ଘାସ ପରି ବଢ଼େ। Viz kapitola |