ହୋଶେୟ 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ହେଁ ପରମେଶ୍ଵରଙ୍କ ସହିତ କର୍ତ୍ତୃତ୍ଵ କରୁଅଛି ଓ ଧର୍ମସ୍ଵରୂପଙ୍କ ସହିତ ବିଶ୍ଵସ୍ତ ହୋଇ ରହିଅଛି। Viz kapitolaଓଡିଆ ବାଇବେଲ12 ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ12 “ଇଫ୍ରୟିମ ମିଥ୍ୟାରେ ଆମ୍ଭର ଗ୍ଭରିପାଖରେ ଘେରିଗଲା। ଇସ୍ରାଏଲର ପରିବାର ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଛନ୍ତି। କିନ୍ତୁ ଯିହୁଦା ପରମେଶ୍ୱରଙ୍କ ସହିତ ଅଛି ଏବଂ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ଅଛି।” Viz kapitola |