ହୋଶେୟ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେମାନେ ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ। Viz kapitolaଓଡିଆ ବାଇବେଲ2 ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ2 କିନ୍ତୁ ଇସ୍ରାଏଲକୁ ଯେତେ ଅଧିକ ନିଜର କଲୁ ଇସ୍ରାଏଲ ସେତେ ଅଧିକ ଆମ୍ଭଠାରୁ ଦୂରେଇଗଲା। ଇସ୍ରାଏଲୀୟମାନେ ବାଲ୍ଦେବଗଣଙ୍କ ଉଦ୍ଦେଶ୍ୟରେ ବଳି ଦେଲେ। ସେମାନେ ପ୍ରତିମା ନିକଟରେ ଧୂପ ଦେଲେ। Viz kapitola |