ହୋଶେୟ 11:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା। Viz kapitolaଓଡିଆ ବାଇବେଲ5 ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା। Viz kapitolaପବିତ୍ର ବାଇବଲ5 “ଇସ୍ରାଏଲୀୟମାନେ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ମନା କଲେ। ତେଣୁ ସେଥିପାଇଁ ସେମାନେ ମିଶର ଯିବେ। ଅଶୂରର ରାଜା ସେମାନଙ୍କର ରାଜା ହେବେ। Viz kapitola |