ହୋଶେୟ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ଵସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ହେଁ କେହି ତାହାଙ୍କର ପ୍ରଶଂସା କରେ ନାହିଁ। Viz kapitolaଓଡିଆ ବାଇବେଲ7 ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ। Viz kapitolaପବିତ୍ର ବାଇବଲ7 “ଆମ୍ଭର ଲୋକମାନେ ଆମ୍ଭ ନିକଟକୁ ଫେରିବାକୁ ଆଶା କରନ୍ତି। ସେମାନେ ଊର୍ଦ୍ଧ୍ୱକୁ ଡାକିବେ। କିନ୍ତୁ କେହି ସେମାନଙ୍କୁ ସାହାଯ୍ୟ କରିବେ ନାହିଁ।” Viz kapitola |