ହୋଶେୟ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବୈଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ; Viz kapitolaଓଡିଆ ବାଇବେଲ4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ। Viz kapitolaପବିତ୍ର ବାଇବଲ4 ଯାକୁବ ପରମେଶ୍ୱରଙ୍କ ଦୂତ ସହିତ ମଲ୍ଲଯୁଦ୍ଧ କରୁଥିଲା ଏବଂ ଜିତୁଥିଲା। ସେ ଚିତ୍କାର କରି ପ୍ରଭୁକୃପା ମାଗୁଥିଲା। ଏହା ବୈଥଲ୍ରେ ଘଟିଥିଲା। ସେହିସ୍ଥାନରେ ସେ ପରମେଶ୍ୱରଙ୍କୁ ପାଇଲା ଓ ତାଙ୍କ ସହିତ କଥା ହେଲା। Viz kapitola |