ହୋଶେୟ 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇଫ୍ରୟିମ କଥା କହିବା ବେଳେ କମ୍ପ ଜନ୍ମିଲା; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ମଲା। Viz kapitolaଓଡିଆ ବାଇବେଲ1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା। Viz kapitolaପବିତ୍ର ବାଇବଲ1 “ଇଫ୍ରୟିମ ଇସ୍ରାଏଲରେ ନିଜକୁ ମହାନ କରି ଦେଲା। ସେ କହିଲା ବେଳେ ଲୋକେ ଭୟରେ ଥରିଲେ। କିନ୍ତୁ ସେ ବାଲ୍ଦେବତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ୟୁବରଣ କଲେ। Viz kapitola |