ହୋଶେୟ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ-ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରା; କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ଵାରରେ ତାହାର ବିଳମ୍ଵ କରି ରହିବାର ଉଚିତ ନୁହେଁ। Viz kapitolaଓଡିଆ ବାଇବେଲ13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ। Viz kapitolaପବିତ୍ର ବାଇବଲ13 ସ୍ତ୍ରୀଲୋକର ପ୍ରସବ ବେଦନା ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହେବ। ସେ ଜଣେ ଜ୍ଞାନୀ ପୁତ୍ର ହେବ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ। Viz kapitola |