ହୋଶେୟ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁ, ତୁମ୍ଭର ମହାମାରୀ କାହିଁ? ହେ ପାତାଳ, ତୁମ୍ଭର ସଂହାର କାହିଁ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। Viz kapitolaଓଡିଆ ବାଇବେଲ14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। Viz kapitolaପବିତ୍ର ବାଇବଲ14 “ଆମ୍ଭେ ସେମାନଙ୍କୁ ମୃତ୍ୟୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେମାନଙ୍କୁ ମହାମାରୀଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠାରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠାରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ। Viz kapitola |