Online Bible

- Reklamy -




ହୋଶେୟ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ଵାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ତାର ଲୁଟ କରିବେ।

Viz kapitola kopírovat

ଓଡିଆ ବାଇବେଲ

15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ।

Viz kapitola kopírovat

ପବିତ୍ର ବାଇବଲ

15 ଇସ୍ରାଏଲ ତା'ର ଭାଇମାନଙ୍କ ସହିତ ବଢ଼େ। କିନ୍ତୁ ଏକ ଶକ୍ତିଶାଳୀ ପୂର୍ବୀୟ ପବନ ଆସିବ, ଏହା ସଦାପ୍ରଭୁ ପ୍ରେରିତ ବାୟୁ ମରୁଭୂମିରୁ ପ୍ରବାହିତ ହେବ। ତା'ପରେ ଇସ୍ରାଏଲର କୂଅ ଶୁଖିଯିବ। ଜଳପୂର୍ଣ୍ଣ ଝରଣାଗୁଡ଼ିକ ଶୁଖିଯିବ। ସେହି ପବନ ସମସ୍ତ ମୂଲ୍ୟବାନ ବସ୍ତୁ ଇସ୍ରାଏଲର ଭଣ୍ତାରରୁ ଉଡ଼ାଇ ନେଇଯିବ।

Viz kapitola kopírovat




ହୋଶେୟ 13:15

Následuj nás:

Reklamy


Reklamy