ହୋଶେୟ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Viz kapitolaଓଡିଆ ବାଇବେଲ16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Viz kapitolaପବିତ୍ର ବାଇବଲ16 ଶମରିୟା ନିଶ୍ଚିତ ଦଣ୍ତିତ ହେବ। କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା। ଇସ୍ରାଏଲୀୟମାନେ ଖଡ଼୍ଗରେ ନିହତ ହେବେ। ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ। ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।” Viz kapitola |