ହୋଶେୟ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। Viz kapitolaଓଡିଆ ବାଇବେଲ8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। Viz kapitolaପବିତ୍ର ବାଇବଲ8 ଭାଲୁ ପାଖରୁ ତା’ ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସେହିପରି ହିଂସ୍ର ହୋଇ ସେମାନଙ୍କୁ ଆକ୍ରମଣ କରିବା। ଆମ୍ଭେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ୟ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସେମାନଙ୍କୁ ସେହିପରି ଖଣ୍ତ ବିଖଣ୍ତିତ କରିବା। Viz kapitola |