ହୋଶେୟ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ। Viz kapitolaଓଡିଆ ବାଇବେଲ9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ। Viz kapitolaପବିତ୍ର ବାଇବଲ9 ଜଣେ ଜ୍ଞାନୀ ବ୍ୟକ୍ତି ଏହି ଜିନିଷଗୁଡ଼ିକୁ ବୁଝେ। ଜଣେ କର୍ମଠ ବ୍ୟକ୍ତି ଏହିସବୁ ଜିନିଷଗୁଡ଼ିକୁ ଶିକ୍ଷା କରିବା ଉଚିତ୍। ସଦାପ୍ରଭୁଙ୍କ ମାର୍ଗ ସର୍ବଦା ଠିକ୍। ଉତ୍ତମଲୋକ ସେହି ମାର୍ଗ ଦ୍ୱାରା ବଞ୍ଚିବେ ଓ ପାପୀମାନେ ତା’ ଦ୍ୱାରା ମୃତ୍ୟୁବରଣ କରିବେ। Viz kapitola |