ହୋଶେୟ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେ ନାମସବୁ ଆଉ ଧରାଯିବ ନାହିଁ। Viz kapitolaଓଡିଆ ବାଇବେଲ17 କାରଣ ଆମ୍ଭେ ତାହାର ମୁଖରୁ ବାଲ୍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ। Viz kapitolaପବିତ୍ର ବାଇବଲ17 ଆମ୍ଭେ ତା'ର ମୁଖରୁ ବାଲ୍ ଡାକ କାଢ଼ିଦେବା। ତା'ପରେ ଲୋକେ ବାଲ୍ର ନାମ ଆଉ ପୁନର୍ବାର ବ୍ୟବହାର କରିବେ ନାହିଁ। Viz kapitola |