Online Bible

- Reklamy -




ହୋଶେୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ସେଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ଼୍‍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା,।

Viz kapitola kopírovat

ଓଡିଆ ବାଇବେଲ

18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।

Viz kapitola kopírovat

ପବିତ୍ର ବାଇବଲ

18 “ସେତେବେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ଯୁଦ୍ଧ ଅସ୍ତ୍ରଗୁଡ଼ିକୁ ଭାଙ୍ଗି ଦେବା ଏବଂ ଆମ୍ଭେ ସେମାନଙ୍କୁ ନିରାପଦରେ ଶୟନ କରିବାକୁ ଦେବା।

Viz kapitola kopírovat




ହୋଶେୟ 2:18

Následuj nás:

Reklamy


Reklamy