ହୋଶେୟ 2:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’” Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ତୁମ୍ଭେ ଆମ୍ଭର ପରମେଶ୍ଵର। Viz kapitolaଓଡିଆ ବାଇବେଲ23 ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ‘ତୁମ୍ଭେ ଆମ୍ଭର ଲୋକ’ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’” Viz kapitolaପବିତ୍ର ବାଇବଲ23 ଆମ୍ଭେ ଇସ୍ରାଏଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, ‘ତୁମ୍ଭେ ଆମ୍ଭ ଲୋକ’ ଏବଂ ସେମାନେ ମୋତେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’” Viz kapitola |