ହୋଶେୟ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’ Viz kapitolaପବିତ୍ର ବାଇବଲ (Re-edited) - (BSI)5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି। Viz kapitolaଓଡିଆ ବାଇବେଲ5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।” Viz kapitolaପବିତ୍ର ବାଇବଲ5 ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’ Viz kapitola |