Online Bible

- Reklamy -




ହୋଶେୟ 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯଦ୍ଦ୍ଵାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।

Viz kapitola kopírovat

ଓଡିଆ ବାଇବେଲ

9 ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।

Viz kapitola kopírovat

ପବିତ୍ର ବାଇବଲ

9 ତେଣୁ ଆମ୍ଭେ ଫେରି ଆସିବା। ଆମ୍ଭେ ଆମ୍ଭର ସେହି ସମୟରେ ଅମଳ ହେଉଥିବା ଶସ୍ୟ ଫେରାଇ ନେବା। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫେରାଇ ନେବା। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫେରାଇ ନେବା। ଆମ୍ଭେ ସେଗୁଡ଼ିକୁ ତା'ର ଶରୀର ଆବୃତ କରିବାକୁ ଦେଇଥିଲୁ।

Viz kapitola kopírovat




ହୋଶେୟ 2:9

Následuj nás:

Reklamy


Reklamy