ହୋଶେୟ 4:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ଵର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣର ସହିତ ସଦାପ୍ରଭୁଙ୍କର ବିବାଦ ଅଛି। Viz kapitolaଓଡିଆ ବାଇବେଲ1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି। Viz kapitolaପବିତ୍ର ବାଇବଲ1 ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ୟର ଲୋକମାନଙ୍କ ବିରୁଦ୍ଧରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। “ଏହି ଦେଶର ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ପ୍ରତି ସତ୍ ଓ ବିଶ୍ୱସ୍ତ ନୁହନ୍ତି। Viz kapitola |