ହୋଶେୟ 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ତର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ଵରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। Viz kapitolaଓଡିଆ ବାଇବେଲ12 ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। Viz kapitolaପବିତ୍ର ବାଇବଲ12 ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସେମାନେ ଭାବନ୍ତି ସେହି କାଠଖଣ୍ତଗୁଡ଼ିକ ସେମାନଙ୍କୁ ଉତ୍ତର ଦେବ। କାରଣ, ସେମାନେ ଗଣିକାମାନଙ୍କପରି ମିଥ୍ୟାପ୍ରତିମାର ପଛରେ ଅନୁଧାବନ କରିଛନ୍ତି। ସେମାନେ ପରମେଶ୍ୱରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହୋଇଯାଇଥିଲେ। Viz kapitola |