ହୋଶେୟ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି। Viz kapitolaଓଡିଆ ବାଇବେଲ13 ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି। Viz kapitolaପବିତ୍ର ବାଇବଲ13 ସେମାନେ ପର୍ବତର ଅଗ୍ରଭାଗରେ ବଳି ଦିଅନ୍ତି ଓ ପାହାଡ଼ ଉପରେ ଥିବା ଅଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସେହି ଗଛଗୁଡ଼ିକର ଛାୟା ତରୁଣ ଦେଖାଯାଏ। ତେଣୁ ତୁମ୍ଭର କନ୍ୟାମାନେ ଗଣିକା ପରି ସେହି ଗଛତଳେ ପଡ଼ି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ଯୌନଭୋଗ ପାପ କରନ୍ତି। Viz kapitola |