ହୋଶେୟ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ଵରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ପକାଇବା। Viz kapitolaଓଡିଆ ବାଇବେଲ6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା। Viz kapitolaପବିତ୍ର ବାଇବଲ6 “ଜ୍ଞାନ ଅଭାବ ଯୋଗୁଁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭେମାନେ ଜ୍ଞାନରୁ ବିମୁଖ ହୋଇଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହେବାକୁ ବାରଣ କରିବା। ତୁମ୍ଭେମାନେ ତୁମ୍ଭ ପରମେଶ୍ୱରଙ୍କ ନିୟମକୁ ଭୁଲିଯାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିଯିବା। Viz kapitola |