ହୋଶେୟ 4:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। Viz kapitolaଓଡିଆ ବାଇବେଲ7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। Viz kapitolaପବିତ୍ର ବାଇବଲ7 ସେମାନଙ୍କର ସଂଖ୍ୟା ଓ ଶକ୍ତି ଯେତେ ଯେତେ ବଢ଼େ, ସେମାନେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କରନ୍ତି। ତେଣୁ ସେମାନଙ୍କର ଗୌରବକୁ ଆମ୍ଭେ ଲଜ୍ଜାରେ ପରିଣତ କରିବା। Viz kapitola |