ହୋଶେୟ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Viz kapitolaଓଡିଆ ବାଇବେଲ9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Viz kapitolaପବିତ୍ର ବାଇବଲ9 ତେଣୁ ଯାଜକମାନେ ଜୀବନ ଶୈଳୀରେ ସେହି ଲୋକମାନଙ୍କ ପରି ହେଲେ। ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। ସେମାନଙ୍କର ମନ୍ଦକାର୍ଯ୍ୟ ଲାଗି ଆମ୍ଭେ ସେମାନଙ୍କୁ ଫଳ ଦେବା। Viz kapitola |