Online Bible

- Reklamy -




ହୋଶେୟ 7:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେସମସ୍ତେ ତୁନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସବୁ ରାଜାମାନେ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

7 ସେମାନେ ଉତ୍ତପ୍ତ ଚୁଲ୍ଲାପରି ହୁଅନ୍ତି। ସେମାନେ ସେମାନଙ୍କର ଶାସକକୁ ଧ୍ୱଂସ କଲେ। ସମସ୍ତ ରାଜାଙ୍କର ପତନ ହେଲା। କୌଣସି ଜଣେ ବ୍ୟକ୍ତି ମୋତେ ସାହାଯ୍ୟ ଭିକ୍ଷା କରି ନ ଥିଲେ।

Viz kapitola kopírovat




ହୋଶେୟ 7:7

Následuj nás:

Reklamy


Reklamy