ହୋଶେୟ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ଵକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ। Viz kapitolaଓଡିଆ ବାଇବେଲ9 ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ। Viz kapitolaପବିତ୍ର ବାଇବଲ9 ଇଫ୍ରୟିମ, ଜାଣେ ନାହିଁ ତା'ର ଶକ୍ତି ବିଦେଶୀମାନଙ୍କ ଦ୍ୱାରା ନିସ୍ତେଜ ହୋଇଯାଇଛି। ତା'ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ। Viz kapitola |