ହୋଶେୟ 8:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର-ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀରବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସଳକ ଗ୍ରାସ କରିବ। Viz kapitolaଓଡିଆ ବାଇବେଲ14 କାରଣ ଇସ୍ରାଏଲ ଆପଣା ସୃଷ୍ଟିକର୍ତ୍ତାଙ୍କୁ ପାସୋରିଅଛି ଓ ନାନା ଅଟ୍ଟାଳିକା ନିର୍ମାଣ କରିଅଛି ଓ ଯିହୁଦା ଅନେକ ପ୍ରାଚୀର ବେଷ୍ଟିତ ନଗର ପ୍ରସ୍ତୁତ କରିଅଛି, ମାତ୍ର ଆମ୍ଭେ ତାହାର ନଗରସକଳର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଦୁର୍ଗସକଳ ଗ୍ରାସ କରିବ। Viz kapitolaପବିତ୍ର ବାଇବଲ14 ଇସ୍ରାଏଲ ରାଜାଙ୍କର ଅଟ୍ଟାଳିକା ନିର୍ମାଣ କଲେ କିନ୍ତୁ ସୃଷ୍ଟିକର୍ତ୍ତାଙ୍କୁ ଭୁଲିଗଲେ। ବର୍ତ୍ତମାନ ଯିହୁଦା ସୁଦୃଢ଼ ଦୁର୍ଗ ନିର୍ମାଣ କରିବ ଯାହାକୁ ଆମ୍ଭେ ଅଗ୍ନି ପଠାଇ ସେହି ସୁଦୃଢ଼ ଦୁର୍ଗକୁ ପୋଡ଼ି ଧ୍ୱଂସ କରିବା।” Viz kapitola |