ହୋଶେୟ 8:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି। Viz kapitolaଓଡିଆ ବାଇବେଲ9 କାରଣ ସେମାନେ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଏକାକୀ ହୋଇ ଅଶୂରକୁ ଯାଇ ଅଛନ୍ତି; ଇଫ୍ରୟିମ ପ୍ରେମିକଗଣକୁ ବେତନ ଦେଇ ରଖିଅଛି। Viz kapitolaପବିତ୍ର ବାଇବଲ9 ଗୋଟିଏ ବନ୍ୟ ଗଧ ନିଜ ସାଥୀ ଖୋଜିବାକୁ ଗଲାପରି, ଇଫ୍ରୟିମ ଅଶୂରକୁ ଯାଇଛନ୍ତି। ସେମାନେ ନିଜ ପାଇଁ ‘ପ୍ରେମିକମାନଙ୍କୁ’ ଭଡ଼ାରେ ଆଣିଛନ୍ତି। Viz kapitola |