ହୋଶେୟ 9:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Viz kapitolaଓଡିଆ ବାଇବେଲ1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Viz kapitolaପବିତ୍ର ବାଇବଲ1 ହେ ଇସ୍ରାଏଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସୀ ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ୟବହାର କଲ ଓ ପରମେଶ୍ୱରଙ୍କୁ ଭୁଲିଗଲ। ତୁମ୍ଭେମାନେ ପ୍ରତି ଶସ୍ୟଖଳାରେ ଯୌନ ଅପରାଧମୂଳକ ପାପ କଲ। Viz kapitola |