ହୋଶେୟ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ଵ ଫଳର ନ୍ୟାୟ ତୁମ୍ଭର ପିତୃପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପୀୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। Viz kapitolaଓଡିଆ ବାଇବେଲ10 ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। Viz kapitolaପବିତ୍ର ବାଇବଲ10 “ସେହି ସମୟରେ ଆମ୍ଭେ ଇସ୍ରାଏଲକୁ ପାଇଲୁ, ସେମାନେ ମରୁଭୂମିରେ ସତେଜ ଦ୍ରାକ୍ଷାଲତା ସଦୃଶ ଥିଲେ। ସେମାନେ ଡିମ୍ବିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସେମାନେ ଯେତେବେଳେ ବାଲ୍-ପିୟୋର ନିକଟକୁ ଆସିଲେ ସେମାନେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡ଼ିକୁ ଭକ୍ତି କଲେ। ତା'ପରେ ସେମାନେ ଭଲ ପାଉଥିବା ଜିନିଷଗୁଡ଼ିକ ଘୃଣ୍ୟ ହେଲା। Viz kapitola |