ହୋଶେୟ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ! Viz kapitolaପବିତ୍ର ବାଇବଲ (Re-edited) - (BSI)12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ହିଁ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ ! Viz kapitolaଓଡିଆ ବାଇବେଲ12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ ! Viz kapitolaପବିତ୍ର ବାଇବଲ12 ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।” Viz kapitola |