ହୋଶେୟ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। Viz kapitolaଓଡିଆ ବାଇବେଲ16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। Viz kapitolaପବିତ୍ର ବାଇବଲ16 ଇଫ୍ରୟିମ ଦଣ୍ତିତ ହେବ। ସେମାନଙ୍କର ମୂଳ ମରିଯାଇଛି। ସେମାନଙ୍କର ଆଉ ଅଧିକ ସନ୍ତାନ ହେବେ ନାହିଁ। ସେମାନେ ସନ୍ତାନ ଜନ୍ମ କରି ପାରନ୍ତି। କିନ୍ତୁ ସେମାନଙ୍କର ମହାନ ସନ୍ତାନଙ୍କୁ ଆମ୍ଭେ ହତ୍ୟା କରିବା। Viz kapitola |