Online Bible

- Reklamy -




ହୋଶେୟ 9:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରିଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ମୋର ପରମେଶ୍ଵର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।

Viz kapitola kopírovat

ଓଡିଆ ବାଇବେଲ

17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।

Viz kapitola kopírovat

ପବିତ୍ର ବାଇବଲ

17 ଏହି ଲୋକମାନେ ମୋର ପରମେଶ୍ୱରଙ୍କ କଥା ଶୁଣିଲେ ନାହିଁ, ତେଣୁ ପ୍ରଭୁ ସେମାନଙ୍କ କଥା ଶୁଣିବେ ନାହିଁ। ସେମାନେ ବସହରା ହୋଇ ଯାଯାବର ପରି ଏଣେତେଣେ ଦେଶର ସବୁଆଡ଼େ ବୁଲିବେ।

Viz kapitola kopírovat




ହୋଶେୟ 9:17

Následuj nás:

Reklamy


Reklamy